Spread the love

ଢେଙ୍କାନାଳ
ଢେଙ୍କାନାଳର ମୁଖ୍ୟ ଚିକିତ୍ସାଳୟରେ କରୋନା ଯୋଦ୍ଧା ସୁରକ୍ଷା କର୍ମାଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ସ୍ଥାନୀୟ ଯୁବକମାନେ ଏପରି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ତେବେ କେଉଁ କାରଣରୁ ଆକ୍ରମଣ ହୋଇଛି ତହା ଜଣାପଡିନାହିଁ । ଏନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here