Spread the love

କଟକ
ରାଜ୍ୟରେ କରୋନା ସାମଗ୍ରୀ କ୍ରୟରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି । ଏବେ ଏହି ପ୍ରସଙ୍ଗ ହାଇକୋର୍ଟରେ ପହଞ୍ଚିଛି । ଏହି ଦୁର୍ନୀତିର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ୱାର୍ଥ(ପିଆଇଏଲ) ଦାଖଲ ହୋଇଛି । ନ୍ୟାସନାଲିଷ୍ଟ ଲୟର ଫୋରମ ପକ୍ଷରୁ ଏହି ମାମଲା ଦାୟର କରାଯାଇଛି । ଏଥିରେ କେନ୍ଦ୍ର ଓ ରାଜ୍ୟ ସରକାର ଏବଂ ସିବିଆଇକୁ ପକ୍ଷଭୂକ୍ତ କରାଯାଇଛି ।

LEAVE A REPLY

Please enter your comment!
Please enter your name here