Spread the love

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ରାଜ୍ୟରେ ୮୦ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏମାନଙ୍କ ମଧ୍ୟରୁ ପୁରୀର ସର୍ବାଧିକ ୧୭, ମାଲକାନଗିରି ଓ କେନ୍ଦ୍ରପଡ଼ାରୁ ୧୬ ଲେଖା, କଟକରୁ ୭, ନୟାଗଡ଼, ସୋନପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରୁ ୩ ଲେଖା, ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧାରୁ ୨ ଜଣ ଲେଖା ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here