Spread the love

ଭୁବନେଶ୍ବର: ୟୁଜିସି ଗାଇଡଲାଇନର ତଜର୍ମା କରି ଜୁନ୍ ୧୭ ପରେ ଯେ କୌଣସି ସମୟରେ ବିଶ୍ୱବିଦ୍ୟାଳୟ ସ୍ତର ପରୀକ୍ଷା ଅନୁଷ୍ଠିତ ହେବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହେବା ପରେ ସମସ୍ତ ସୂଚନା ଦିଆଯିବ ବୋଲି ସେ କହିଛନ୍ତି । ତାଲାବନ୍ଦକୁ ସୁଯୋଗରେ ପରିଣତ କରିବାକୁ ସେ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here