Spread the love

କଟକ: ଆସନ୍ତା ୨୨ ତାରିଖ ସୁଦ୍ଧା ରଥ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ହାଇକୋର୍ଟ ନିଦେ୍ର୍ଦଶ ଦେଇଛନ୍ତି । ରଥଯାତ୍ରା ସମ୍ପର୍କରେ ଆଗତ ଏକ ଜନସ୍ୱାର୍ଥ ମାମଲାର ଶୁଣାଣୀ କରି ହାଇକୋର୍ଟ ଏହି ନିଦେ୍ର୍ଦଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଚଳିତ ବର୍ଷ କରୋନା ଯୋଗୁ ରଥ ଯାତ୍ରା ଅନୁଷ୍ଠିତ ହେବା ନେଇ ସନ୍ଦେହ ସୃଷ୍ଟି ହୋଇଥିଲା । ଏପରିକି ଅକ୍ଷୟତୃତୀୟାରେ ରଥ କାଠ ଅନୁକୂଳ ହୋଇଥିଲେ ମଧ୍ୟ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନଥିଲା । ତେବେ କେନ୍ଦ୍ର ସରକାରଙ୍କ ଲକ  ଡାଉନ ଜନିତ ଅନୁମତି ଦେବା ପରେ ନିର୍ମାଣ କାର୍ଯ୍ୟ ବିଳମ୍ବରେ ଆରମ୍ଭ ହୋଇଛି ।

LEAVE A REPLY

Please enter your comment!
Please enter your name here