Spread the love

ସଇଁତଳା
ରାଜ୍ୟରେ ଦିନକୁ ଦିନ ଦେଶୀ ମଦ କାରବାର ବଢିବାରେ ଲାଗିଛି । ଏନେଇ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ । ଏପରି ସ୍ଥଳେ ବଲାଙ୍ଗୀର ଜିଲ୍ଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ ଗ୍ରାମରେ ଦେଶୀ ମଦ ପିଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ବିଷାକ୍ତ ମଦ ପିଇଥିବାରୁ ତାଙ୍କର ମୃତ୍ୟୁ ହୋଇଛି ବୋଲି ପରିବାର ଲୋକ ଅଭିଯୋଗ କରିଛନ୍ତି ।

LEAVE A REPLY

Please enter your comment!
Please enter your name here