Spread the love

ବସ୍ତା: କେରଳରୁ ପଶ୍ଚିମବଙ୍ଗର ମୁର୍ଶିଦାବାଦକୁ ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ ବାଲେଶ୍ୱରର ବସ୍ତା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସଟିକୁ ଏକ ଟ୍ରଲର ବଛରୁ ଧକ୍କା ଦେଇଥିଲା । ବସରେ ଥିବା ୭ଜଣ ପ୍ରବାସୀ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ବସ୍ତା ଡକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅନ୍ୟମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଛାଡ଼ି ଦିଆଯାଇଛି । ଏହି ବସରେ ପଶ୍ଚିମବଙ୍ଗର ପ୍ରବାସୀ ଶ୍ରମିକ ଥିଲେ ।

LEAVE A REPLY

Please enter your comment!
Please enter your name here