Spread the love

ଭୁବନେଶ୍ୱର: ଭଦ୍ରକରେ ଆଉ ଜଣେ ସୁରତ ଫେରନ୍ତା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ରୋଗୀଙ୍କୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୬କୁ ବୃଦ୍ଧି ପାଇଥିଲା ବେଳେ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଓ ସକ୍ରୀୟ ରୋଗୀଙ୍କ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here