Spread the love

ରାୟପୁର: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀ ହୃଦଘାତର ଶିକାର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ନିଜ ଘର ବଗିଚାରେ ବୁଲୁଥିବା ବେଳେ ସେ ତଳେ ପଡ଼ିଯାଇଥିଲେ ବୋଲି ତାଙ୍କ ପୁଅ ଅମିତ ଯୋଗୀ କହିଛନ୍ତି । ୭୪ ବର୍ଷୀୟ ଅଜିତଙ୍କୁ ରାୟପୁରର ଏକ ଘରୋଇ ଡାକ୍ତରଖାନାରେ ଭେଣ୍ଟିଲେଟରରେ ରଖାଯାଇଛି ଓ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ବୋଲି ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here