Spread the love

ଭୁବନେଶ୍ୱର:ରାଜ୍ୟରେ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ଆଉ ଜଣେ ବ୍ୟକ୍ତି ମଙ୍ଗଳବାର ମୃତ୍ୟୁବରଣ କରିଛନ୍ତି । ଏହି ମୃତକ ଜଣଙ୍କ ଭୂବନେଶ୍ୱର ମଧୁସୂଦନ ନଗର ଅଞ୍ଚଳର ବାସିନ୍ଦା । ସେ କିମ୍ସ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଏବଂ ତାଙ୍କୁ ୭୭ ବର୍ଷ ହୋଇଥିଲା । ସେ ଉଚ୍ଚ ରକ୍ତଚାପ, ମଧୁମେହ ଏବଂ କିଡନୀ ରୋଗରେ ପୀଡିତ ଥିଲେ । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ୱିଟ କରି ବୁଧବାର ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here