Spread the love

ଭୁବନେଶ୍ୱରେ
ରାଜ୍ୟ ସରକ।ରଙ୍କ ପଞ୍ଚମ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ଆଜି ବସିଥିବା କ୍ୟାବିନେଟ ବୈଠକ ଶେଷ ହୋଇଛି । ଏଥିରେ ୨୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here