Spread the love

ବାଲିଅନ୍ତା : ବାଲିଅନ୍ତା ତହସିଲଦାର ରଶ୍ମିରେଖା ପ୍ରଧାନ ଓ ଡାଟା ଏଣ୍ଟ୍ରି ଅପରେଟର ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଆଜି ଗିରଫ ହୋଇଛନ୍ତି । ଏକ ଜମି ଜମା ଘଟଣାରେ ୧ଲକ୍ଷ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେେଳେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ ଗିରଫ କରିଥିଲେ । ସଂପୃକ୍ତ ତହସିଲ ଦାର ଓ ଡାଟା ଅପରେଟରଙ୍କୁ ଆଜି ଗିରଫ ପରେ ଅଦାଲତରେ ହାଜର କରାଯାଇଛି । ଉଭୟଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଝାରପଡ଼ା ଜେଲକୁ ପଠାଯାଇଛି ।

LEAVE A REPLY

Please enter your comment!
Please enter your name here