Spread the love

ଭୁବନେଶ୍ୱର: ଆଜି ରାୟଗଡ଼ା ଜିଲ୍ଲାରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସମଗ୍ର ଓଡ଼ିଶା କରୋନା କବଳିତ ହୋଇଛି । ରାୟଗଡ଼ାରେ ଚିହ୍ନଟ ସଂକ୍ରମିତ ଦିଲ୍ଲୀରୁ ଫେରି ସଙ୍ଗରୋଧରେ ଥିଲେ । ମାର୍ଚ୍ଚ ୧୬ରେ ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୩୮୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here