Spread the love

ଢେଙ୍କାନାଳ
ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ ଗିରିିଧରପ୍ରସାଦ ପଞ୍ଚାୟତର ସରପଞ୍ଚ ଶ୍ରୀକାନ୍ତ ବେହେରାଙ୍କ ଉପରେ ଗତାକାଲି ରାତିରେ ମରଣାନ୍ତକ ଆକ୍ରମଣ ହୋଇଛି । ସୂଚନା ଅନୁଯାୟୀ କ୍ୱାରେଣ୍ଟାଇନ ସେଣ୍ଟରରେ ପ୍ରବାସୀ ଶ୍ରମିକଙ୍କ ରହଣିକୁ କେନ୍ଦ୍ର କରି କିଛି ଯୁବକ ତାଙ୍କୁ ଆକ୍ରମଣ କରିଥିଲେ । ସେ ଏନେଇ ରାସୋଳ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଏହି ମାମଲାରେ ଜଣଙ୍କୁ ଅଟକ ରଖି ପଚରାଉଚୁରା କରିବା ସହିତ ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here