Spread the love

ଭୁବନେଶ୍ୱର: ରାଜ୍ୟରେ ରବିବାର ୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୧୯ ଜଣ, ଯାଜପୁରରୁ ୩ ଓ ବାଲେଶ୍ୱର ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୨୦ରେ ପହଞ୍ଚିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ ଜରିଆରେ ଏହି ସୂଚନା ଦେଇଛି । ଏ ଯାଏ ଗଂଜାମରେ ୪9, ଯାଜପୁରରେ ୫୫ ଓ ବାଲେଶ୍ୱରରେ ୨୪ ଜଣ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here