Spread the love

ଭୁବନେଶ୍ୱର
ଆସନ୍ତା କିଛି ଘଣ୍ଟା ମଧ୍ୟରେ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରିପାରେ । ଆଜି ଘୁର୍ଣ୍ିବଳୟ ଏବଂ ଳଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିିଛି । ଏଥିପାଇଁ ୧୮ଟି ଜିଲ୍ଲା କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଦେବଗଡ,ସମ୍ବଲପୁ, ଝାରସୁଗୁଡା,ସୁବର୍ଣପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ,ବରଗଡ, ନୟାଗଡ, ବଲାଙ୍ଗୀରକୁ ଆଞ୍ଚଳିକ ପାଣିପାଗ ବିିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here