Spread the love

ଭୁବନେଶ୍ୱର
ଆଜି ରାଜ୍ୟରେ ୧୦ ଜଣ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି । ଏହା ସହିତ ମୋଟ ମୃତ୍ୟୁସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି । ଆଜି ଖୋର୍ଧାରୁ ସବୁଠାରୁ ଅଧିକ ୪ ଜଣ , ବରଗଡ, କଟକ, ଗଞ୍ଜାମ, ପୁରୀ, ରାୟଗଡା ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here