Spread the love

ଭୁବନେଶ୍ୱର
ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହା ସହିତ ମୋଟ ମୃତ୍ୟୁସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଆଜି ଗଞ୍ଜାମ ଜିଲ୍ଲାରୁ ୪ଜଣ, ଭୁବନେଶ୍ୱରରୁ ୨ଜଣ, କନ୍ଧମାଳ, ଖୋର୍ଦ୍ଧା, କେନ୍ଦୁଝର, ବଲାଙ୍ଗୀର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here