Spread the love

ଭୁବନେଶ୍ୱର
ରାଜ୍ୟର କରୋନା ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି । ଆଜି ପୁରୀରୁ ୩ ଜଣ, ଗଞ୍ଜାମ, ମୟୂରଭଞ୍ଜ, ଓ ରାୟଗଡ଼ାରୁ ୨ ଜଣ ଲେଖାଏ. ଖୋର୍ଦ୍ଧା , କଟକ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here