Spread the love
ଭୁବନେଶ୍ୱର: ଆସନ୍ତା ୧୯ ତାରିଖରେ ଯୁକ୍ତ ଦୁଇ ବାଣିଜ୍ୟ ଓ ୩୧ ତାରିଖ ପୂର୍ବରୁ ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବା ଏନେଇ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏକ ପ୍ରେସମିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି। ଆସନ୍ତା ୧୯ ତାରିଖ ଦିନ ୧୧ଟା ୩୦ରେ ପ୍ରକାଶ ପାଇବ +୨ ବାଣିଜ୍ୟ ରେଜଲ୍ଟ।ସେଭଳି ଅଗଷ୍ଟ ୩୧ ପୂର୍ବରୁ +୨ କଳା ରେଜଲ୍ଟ ପ୍ରକାଶ ପାଇବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । ପୂର୍ବରୁ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇ ସାରିଛି ।

LEAVE A REPLY

Please enter your comment!
Please enter your name here