Spread the love

ବାରିପଦା
ଏନଏଚ-୪୯ର ବାଙ୍ଗିରପୋଷି ଘାଟୀରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଠାରେ ଏକ ଅଟୋକୁ ଧକ୍କା ଦେଇ ଟ୍ରକ ଓଲଟି ପଡିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ବାଙ୍ଗିରିପୋଷି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ଜଣେ ସ୍କୁଲ ଛାତ୍ର ଏବଂ ଜଣେ ଅଭିଭାବକ ସାମିଲ ଅଛନ୍ତି ।

LEAVE A REPLY

Please enter your comment!
Please enter your name here