Spread the love

ଭୁବନେଶ୍ୱର: ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ ମୋଟ ୨୮୮୮ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ ମୋଟ ୭୦୭୧୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି ।ରାୟଗଡା ଜିଲ୍ଲାରୁ ସର୍ବାଧିକ ୪୮୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୧୦, ଗଞ୍ଜାମରୁ ୨୧୭, କଟକରୁ ୧୮୯, ବଲଙ୍ଗୀରରୁ ୧୭୩, କୋରାପୁଟରୁ ୧୫୧, ମୟୂରଭଞ୍ଜରୁ ୧୪୪, ନୟାଗଡରୁ ୧୩୮, ପୁରୀରୁ ୧୩୪, ବାଲେଶ୍ୱରରୁ ୧୨୩, ସମ୍ବଲପୁରରୁ ୧୧୭,ମାଲକାନଗିରିରୁ ୮୧, ସୁନ୍ଦରଗଡରୁ ୭୮, ନବରଙ୍ଗପୁରରୁ ୫୬, ଝାରସୁଗୁଡାରୁ ୫୫, ଭଦ୍ରକରୁ ୫୨, ଜଗତସିଂହପୁରରୁ ୩୫, ଢେଙ୍କାନାଳରୁ ୩୪, କଳାହାଣ୍ଡିରୁ ୩୩, ଗଜପତିରୁ ୩୦, କେଉଁଝରରୁ ୨୯, କନ୍ଧମା|ଳରୁ ୨୧, ସୋନପୁରରୁ ୧୫, କେନ୍ଦ୍ରାପଡାରୁ ୧୪, ବୌଦ୍ଧରୁ ୧୦, ଅନୁଗୋଳରୁ ୫, ଯାଜପୁରରୁ ୫ ଓ ଦେବଗଡରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here