Spread the love

ଭୁବନେଶ୍ୱର
ଆଜି ରାଜ୍ୟରେ ୩୫୪୩ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୩୮୨ ଜଣ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ଏହା ସହିତ ୨୧୬୧ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୨୨୧ରେ ପହଞ୍ଚି ଯାଇଛି । ବର୍ତ୍ତମାନ ୨୯୨୯୯ଟି ମାମଲା ସକ୍ରିୟ ଥିବାବେଳେ ୯୦୩୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ଅନୁଗୁଳ ଜିଲ୍ଲାରୁ ୬୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୩ଜଣ, ବରଗଡ ଜିଲ୍ଲାରୁ ୨୭୪ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୬୭ଜଣ, କଟକ ଜିଲ୍ଲାରୁ ୨୯୫ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୯ଜଣ, ଗଜପତି ଜିଲ୍ଲାରୁ ୧୦୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮୫ଜଣ, ଯାଜପୁର ଜିଲ୍ଲାରୁ ୨୦୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୩୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୪୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୭୮ଜଣ, କୋରାପୁଟ ଜିଲ୍ଲାରୁ ୯୦ଜଣ, ମାଲକାନଗିରି ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩ଜଣ, ନୟାଗଡ଼ା ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୯୮ଜଣ, ପୁରୀ ଜିଲ୍ଲାରୁ ୬୧ଜଣ, ରାୟଗଡ଼ା ଜିଲ୍ଲାରୁ ୬୭ଜଣ, ସମ୍ବଲପୁର ଜିଲ୍ଲାରୁ ୮୩ଜଣ, ସୋନପୁର ଜିଲ୍ଲାରୁ ୯୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୬ଜଣ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି ।

LEAVE A REPLY

Please enter your comment!
Please enter your name here