Spread the love

ଭୁବନେଶ୍ୱର
ଆଜି ରାଜ୍ୟରୁ ୩୯୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ମଧ୍ୟରେ ୧୬୭୬ ସ୍ଥାନୀୟ ଆକ୍ରାନ୍ତ ସାମିଲ ଅଛନ୍ତି । ଏହା ସହିତ ୨୩୧୫ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯୧୨୧କୁ ବୃଦ୍ଧି ପାଇଛି । ଏବେ ୩୩୧୮୨ଟି ମାମଲା ସକ୍ରିୟ ଥିବାବେଳେ ୧୦୫୨୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ଅନୁଗୁଳ ଜିଲ୍ଲାରୁ ୧୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭୪ଜଣ, ବରଗଡ଼ ଜିଲ୍ଲାରୁ ୧୬୯ଜଣ, ଭଦ୍ରକ ଜିଲ୍ଲାରୁ ୮୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮୦ଜଣ, ବୌଦ୍ଧ ଜିଲ୍ଲାରୁ ୪୧ଝଣ, କଟକ ଜିଲ୍ଲାରୁ ୩୯୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୧ଜଣ, ଗଜପତି ଜିଲ୍ଲାରୁ ୧୮ଜଣ, ଗଞ୍ଜାମ ଜିଲ୍ଲାରୁ ୯୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୯ଜଣ, ଯାଜପୁର ଜିଲ୍ଲାରୁ ୧୪୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭୪ଜଣ, କନ୍ଧମାଳ ଜିଲ୍ଲାରୁ ୫୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୮୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୮୭ଜଣ, କୋରାପୁଟ ଜିଲ୍ଲାରୁ ୧୨୭ଜଣ, ମାଲକାନଗିରି ଜିଲ୍ଲାରୁ ୧୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୫ଜଣ, ନୟାଗଡ଼ ଜିଲ୍ଲାରୁ ୪୮ଜଣ, ନୂଆପଡ଼ା ଜିଲ୍ଲାରୁ ୯୬ଜଣ, ପୁରୀ ଜିଲ୍ଲାରୁ ୩୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୫୮ଜଣ, ସମ୍ବଲପୁର ଜିଲ୍ଲାରୁ୧୦୪ଜଣ, ସୋନପୁର ଜିଲ୍ଲାରୁ ୭୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୮ଜଣ, ଷ୍ଟେଟ ପୁଲ୍ରୁ ୧୧୪ଜଣ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛିା

LEAVE A REPLY

Please enter your comment!
Please enter your name here