Spread the love

ଭୁବନେଶ୍ୱର
ଆଜି ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରେ ଭୁବନେଶ୍ୱର, ବଲାଙ୍ଗୀର, କଟକ, ଗଞ୍ଜାମ, ଖୋର୍ଧା,ମାଲକାନଗିରି, ସୁନ୍ଦରଗଡରୁ ଜଣେ ଲେଖାଏଁ ସାମିଲ ଅଛନ୍ତି । ଏହା ସହିତ ମୋଟ ମୃତ୍ୟୁସଂଖ୍ୟା ୫୩୮ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here