Spread the love

ରାୟଗଡ଼ା: ରାୟଗଡ଼ା ଜିଲ୍ଲାକୁ ୭୨ ଘଣ୍ଟା ପାଇଁ ସଟ ଡାଉନ ଘୋଷଣା କରାଯାଇଛି । ଜିଲ୍ଲାରେ ୧୬୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଓ ଜଣେ କରୋନା ଯୋଦ୍ଧା କରୋନା ସଂକ୍ରମିତ ହେବା ପରେ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ଗ୍ରହଣ କରିଛି । ଜିଲ୍ଲାପାଳଙ୍କ ଆଦେଶ ଅନୁସାରେ ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଏହି ସଟଡାଉନ କାର୍ଯ୍ୟକାରୀ ହେବ ବୋଲି କୁହାଯାଇଛି ।

LEAVE A REPLY

Please enter your comment!
Please enter your name here