Spread the love

ଭୁବନେଶ୍ୱର
ଆକ୍ରାନ୍ତଙ୍କ ସହିତ ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି । ଆଜି ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରେ ଗଞ୍ଜାମର ୩ ଜଣ , କଟକ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ, ସୁନ୍ଦରଗଡ ଏବଂ କନ୍ଧମାଳରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏହା ସହିତ ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here