Spread the love

ଭୁବନେଶ୍ବର : ଶାରଦୀୟ ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ଗାଇଡଲାଇନକୁ ଚ୍ୟାଲେଞ୍ଜ କରି କଟକ ବାଲୁବଜାର ପୂଜା କମିଟି ପକ୍ଷରୁ ଗୁରୁବାର ହାଇକୋର୍ଟରେ ଏକ ମାମଲା ରୁଜୁ କରାଯାଇଛି। ସୂଚନା ଅନୁଯାୟୀ ,ପୂଜା ମଣ୍ଡପରେ ମାଆଙ୍କ ମୂର୍ତ୍ତିର ଉଚ୍ଚତା ୪ ଫୁଟରୁ ଅଧିକ ରହିବନି ଓ ପୂଜା ମଣ୍ଡପର ୩ ପାର୍ଶ୍ବକୁ ଓ ଚତୁର୍ଥ ପାର୍ଶ୍ବ ଆଂଶିକ ବନ୍ଦ ପାଇଁ ନିର୍ଦ୍ଦେଶ ରହିଥିଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ମାମଲା ଦାୟର ହୋଇଛି।

LEAVE A REPLY

Please enter your comment!
Please enter your name here