Spread the love

ଭୁବନେଶ୍ବର: ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ। ସତ୍ୟନଗର ଶ୍ମଶାନରେ ଆଜି ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଅଜିତ ଦାଶଙ୍କୁ ପ୍ରଥମେ ଗାର୍ଡ଼ ଅଫ ଅନର ସହ ସତ୍ୟନଗରରେ ବିଦାୟ ଦିଆଯାଇଥିଲା । ଏହାପରେ ଅନ୍ତିମ ସଂସ୍କାର କାର୍ଯ୍ୟ ଶେଷ କରାଯାଇଥିଲା । ଏହାସହ ତାଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟରେ ବହୁ ସିନେ କଳାକାର ଓ ନାଟ୍ୟ ଜଗତର ବହୁ ବିଶିଷ୍ଟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here