Spread the love

ବ୍ରହ୍ମପୁର : ମଙ୍ଗଳବାର ଠାରୁ ଗଞ୍ଜାମ ଜିଲ୍ଲାରେ ପ୍ରତେକ ବ୍ୟକ୍ତିଙ୍କ ଅକ୍ସିଜେନ ସ୍ତର ଯାଞ୍ଚ ପାଇଁ କ୍ୟାମ୍ପେନ ଆରମ୍ଭ ହୋଇଛି।ଏହି ଯାଞ୍ଚ ପ୍ରକ୍ରିୟା ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଜିଲ୍ଲାର ସମସ୍ତ ଘରକୁ ଟିମ୍‌ ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ଅକ୍ସିଜେନ ସ୍ତର କ’ଣ ଅଛି ତାହା ଯାଞ୍ଚ କରୁଛନ୍ତି।ଏହାଦ୍ୱାରା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ଶୀଘ୍ର ଚି଼ହ୍ନଟ ସହ ଠିକ୍‌ ସମୟରେ ଚିକିତ୍ସା କରାଯାଇ ପାରିବ।ବିଶେଷକରି ଏହି ଯାଞ୍ଚ ଦ୍ୱାରା ଗର୍ଭବତୀ, ବରିଷ୍ଠ ନାଗରିକ ଏବଂ ବିଭିନ୍ନ ରୋଗରେ ପୀଡିତଙ୍କ ସୁବିଧା ହୋଇପାରିବ ବୋଲି କୁହାଯାଉଛି।

LEAVE A REPLY

Please enter your comment!
Please enter your name here