Spread the love

ଭୁବନେଶ୍ୱର: ଆଜି ରାଜ୍ୟରେ ମୋଟ ୧୫୨୧ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୪୦୭୨୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାରୁ ସର୍ବାଧିକ ୨୭୨ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨୩୧ଜଣ, କଟକରୁ ୧୬୬, ରାୟଗଡାରୁ ୯୩, ସୁନ୍ଦରଗଡରୁ ୮୯, ପୁରୀରୁ ୮୦, କଳାହାଣ୍ଡିରୁ ୭୭, ବାଲେଶ୍ୱରରୁ ୬୧, ନୟାଗଡରୁ ୫୬, ଗଜପତିରୁ ୫୪, ସମ୍ବଲପୁରରୁ ୫୪, ଯାଜପୁରରୁ ୫୨, କୋରାପୁଟରୁ ୪୬, କନ୍ଧମାଳରୁ ୨୬, ମାଲକାନଗିରିରୁ ୨୨, କେଉଁଝରରୁ ୧୯, ଜଗତସିଂପୁରରୁ ୧୬, ଅନୁଗୋଳରୁ ୧୩,ଭଦ୍ରକରୁ ୨୬ ଜଣ , ବଲାଙ୍ଗୀରରୁ ୧୩, କେନ୍ଦ୍ରାପଡାରୁ ୧୩, ବରଗଡରୁ ୧୦, ଝାରସୁଗୁଡାରୁ ୧୦, ସୋନପୁରରୁ ୯, ମୟୂରଭଞ୍ଜରୁ ୬, ବୌଦ୍ଧରୁ ୫ ଓ ନବରଙ୍ଗପୁରରୁ ୨ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here