Spread the love

ଭୁବନେଶ୍ୱର : ମଙ୍ଗଳବାର ରାଜ୍ୟରେ ୧୭୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ମୋଟ୍ ୩୪୮୦୫ରେ ପହଁଚିଛି ।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୦୪, ଖୋର୍ଦ୍ଧା ରୁ ୨୬୩, କଟକରୁ ୧୨୬, ସମ୍ବଲପୁରରୁ ୧୨୬, କେଉଁଝରରୁ ୧୦୧, ମାଲକାନଗିରରୁ ୯୧, ରାୟଗଡାରୁ ୮୧, ଗଜପତିରୁ ୮୦, ଢେଙ୍କାନାଳରୁ ୬୦, ମୟୂରଭଞ୍ଜରୁ ୫୦, ଯାଜପୁରରୁ ୪୯, କଳାହାଣ୍ଡିରୁ ୪୮, ବାଲେଶ୍ୱରରୁ ୩୨, ନୟାଗଡରୁ ୩୧, ସୁନ୍ଦରଗଡରୁ ୩୦, ଭଦ୍ରକରୁ ୨୮, କେନ୍ଦ୍ରାପଡାରୁ ୨୪, ପୁରୀରୁ ୨୨, ବରଗଡରୁ ୧୦, ନୂଆପଡାରୁ ୧୦, ନବରଙ୍ଗପୁରରୁ ୮, ଜଗତସିଂପୁର ଓ କୋରାପୁଟରୁ ୭ , ବଲାଙ୍ଗୀରରୁ ୫, ବୌଦ୍ଧରୁ ୪, ଝାରସୁଗୁଡାରୁ ୩ ଓ ଦେଓଗଡରୁ ଜଣେ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here