Spread the love

ଭୁବନେଶ୍ୱର: ବିଜେଡି ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷାଙ୍କ ମାମଲାରେ ବର୍ଷା ଆଜି ନିଜ ସୁରକ୍ଷା ପାଇଁ ୧୦୦ ଡାଏଲ୍‌ କରି ପୋଲିସକୁ ସୁରକ୍ଷା ମାଗିଛନ୍ତି । ପରେ ସାଂସଦ ଅନୁଭବ ମହାନ୍ତିଙ୍କ ଘରେ ପୋଲିସ ପହଁଚିଥିବା ଦେଖିବାକୁ ମିଳିଛି ।ବର୍ଷାଙ୍କୁ ସୁରକ୍ଷା ଦେବା ପାଇଁ ଅନୁଭବଙ୍କ କଟକ ନନ୍ଦିସାହି ଘରେ ପୁରୀଘାଟ ଥାନା ପୁଲିସ ପହଞ୍ଚିଥିଲା ।ସୂଚନା ଅନୁଯାୟୀ, ସାଂସଦ ସ୍ୱାମୀ ଅନୁଭବଙ୍କ ବିରୋଧରେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ସାଂଘାତିକ ଅଭିଯୋଗ ଆଣି କଟକ ଏସ୍‌ଡିଜେଏମ୍ କୋର୍ଟରେ ଆଶ୍ରୟ ନେଇଥିଲେ। ସେହିପରି ଅନୁଭବ ମଧ୍ୟ ପତ୍ନୀଙ୍କଠାରୁ ଛାଡ଼ପତ୍ର ପାଇଁ ଦିଲ୍ଲୀ ପଟିଆଲା କୋର୍ଟରେ ପିଟିସନ୍ ଦାଖଲ କରିଛନ୍ତି।

LEAVE A REPLY

Please enter your comment!
Please enter your name here