Spread the love

ନୂଆଦିଲ୍ଲୀ : ବୁଧବାର କେନ୍ଦ୍ର ଆୟୁଷ ରାଷ୍ଟ୍ର ମନ୍ତ୍ରୀ ଶ୍ରୀପଦ ନାୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନିଜ ଟ୍ୱିଟ୍ ଜରିଆରେ ସେ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ।ଏହାପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିଲେ।

LEAVE A REPLY

Please enter your comment!
Please enter your name here