Spread the love

ବରଗଡ : ବରଗଡ ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ଆସନ୍ତା ୭୨ ଘଣ୍ଟା ପାଇଁ ସଟଡାଉନ ଘୋଷଣା କରାଯାଇଛି । ହସ୍ପିଟାଲର କିଛି ଷ୍ଟାପ ଓ କର୍ମଚାରୀ କରୋନା ଆକ୍ରାନ୍ତ ହେବା ପରେ ଏହି ପଦକ୍ଷେପ ନିଆଯାଇଛି । ଏସଓପି ମାନି ଇନଡୋର ରୋଗୀଙ୍କୁ ଚିକିତ୍ସା ଓ ଡିସଚାର୍ଜ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here