Spread the love

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୫୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି । ତେବେ ଚିହ୍ନଟଙ୍କ ମଧ୍ୟରୁ ୨୨୧ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ବାକି ୩୫୯ ଜଣ ସ୍ଥାନୀୟ ସଂକ୍ରମଣ ଅଟନ୍ତି । ସେଭଳି ଆଜି ମୋଟ ୩୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୂଚନା ଅନୁଯାୟୀ ରାଜଧାନୀରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୧୧୮୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୨୫୧ ଜଣ ସୁସ୍ଥ ଅଛନ୍ତି । ୪୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୫୪୫ ଟି କେସ ସକ୍ରିୟ ରହିଛି ।

LEAVE A REPLY

Please enter your comment!
Please enter your name here