Spread the love

ଭୁବନେଶ୍ୱର
ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି । କରୋନା ରିପୋର୍ଟ ପଜିଟିଭ ଆସିବା ନେଇ ସେ ନିଜେ ସୂଚନା ଦେଇଛନ୍ତି । ରିପୋର୍ଟ ପଜିଟିଭ ଆସିବା ପରେ ସେ ଘରେ ସଙ୍ଗରୋଧରେ ରହିଛନ୍ତି । ଏହା ସହିତ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରିବା ଲାଗି କହିଛନ୍ତି ।

LEAVE A REPLY

Please enter your comment!
Please enter your name here