Spread the love

ନୂଆଦିଲ୍ଲୀ
ଦେଶରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି । ସାଧାରଣ ଜନତାଙ୍କ ଠାରୁ ବଡ ନେତାଙ୍କ ପର୍ଯ୍ୟନ୍ତ ସମସ୍ତେ ଏଥିରେ ଆକ୍ରାନ୍ତ ହେଉଛନ୍ତି । ଏବେ ରାଜସ୍ଥାନ ବିଜେପି ଅଧ୍ୟକ୍ଷ ସତୀଶ ପୁନିଆ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ଠାରେ କୌଣସି କରୋନା ଲକ୍ଷଣ ନଥିଲା ଏବଂ ସେ ଡାକ୍ତରଙ୍କ ପପରାମର୍ଶରେ ଏବେ ଘରେ ସଙ୍ଗରୋଧରେ ରହିଛନ୍ତି । ବିଗତ ଦିନରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସେ କରୋନା ପରୀକ୍ଷା କରିବାକୁ ପରାମର୍ଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here