Spread the love

କେନ୍ଦ୍ରାପଡା
ଏହି ଜିଲ୍ଲା ପାଟକୁରା ଥାନା ଶାସନିପଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଏଠାକେ ଜମିବାଡି ବାବଦକୁ ନେଇ ମରଣାନ୍ତକ ଆକ୍ରମଣ ହୋଇଛି । ଏ ପ୍ରସଙ୍ଗରେ ୨ ପରିବାର ମଧ୍ୟରେ ସଂଘର୍ଷ ଘଟି ୬ ଜଣ ଗୁରୁତର ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ଜଟିଳ ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

LEAVE A REPLY

Please enter your comment!
Please enter your name here