Spread the love

କଟକ, ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୧୫ ଦିନ ପାଇଁ ସିଏମସି ଓ ବିକାଶ ଭବନ କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ବାରଣ କରାଯାଇଛି ।ଅଫିସର ଏକାଧିକ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବାରୁ ସିଏମସି ପକ୍ଷରୁ ଏଭଳି କଟକଣା ଲାଗୁ କରାଯାଇଛି । ସେଭଳି ଡିସିପିଙ୍କ କାର୍ଯ୍ଯାଳୟକୁ ୭ଦିନ ନଆସିବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here