Spread the love

ଭୁବନେଶ୍ବର ,ଆଜି ନବନିଯୁକ୍ତି ରାଜ୍ୟ କଂଗ୍ରେସ ପ୍ରଭାରୀ ଏ.ଚେଲ୍ଲା କୁମାରଙ୍କ କରୋନା ରିପୋର୍ଟ ପଜେଟିଭ ଆସିଛି । ଏନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି ।ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here