Spread the love

କଟକ: କଟକ ସହରର ଆଜି ମୋଟ ୨୦୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି । ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୬ ଜଣ ସଂଗରୋଧରୁ ଚିହ୍ନଟ ହୋଇଛନ୍ତି । ଏହାସହ ୭୪ ଜଣ ହୋମ କ୍ୱାରେନଣ୍ଟାଇନ୍ ରୁ ଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମଣ ଅଟନ୍ତି । କଟକ ସହରରେ ଏବେ ସୁଦ୍ଧା ୪,୩୭୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୨,୬୦୦ ଜଣ ସୁସ୍ଥ ହୋଇଛନ୍ତି। ୨୩ ଜଣଙ୍କର ମୃତ୍ୟୁ ହୋଇଛି। ୧,୭୫୨ ଟି ସକ୍ରିୟ କେସ ରହିଛି ।

LEAVE A REPLY

Please enter your comment!
Please enter your name here