Spread the love

ଦୁବାଇ: ଆଜି ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୧୩ତମ ସଂସ୍କରଣର ଚତୁର୍ଥ ମ୍ୟାଚ୍ ଖେଳା ଯାଇଛି । ଏହି ମ୍ୟାଚରେ ଆଜି ଚେନ୍ନାଇ ସୁପର କିଙ୍ଗସ୍ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ମୁକାବିଲା ଦେଖିବାକୁ ମିଳିଛି । ଆଜିର ମ୍ୟାଚରେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ।ସେଭଳି ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ପାଇଁ ୨୧୭ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ ହରାଇ ୨୧୬ ରନ ସଂଗ୍ରହ କରିଥିଲା ।

LEAVE A REPLY

Please enter your comment!
Please enter your name here