Spread the love

ନୂଆଦିଲ୍ଲୀ , ବୁଧବାର ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗେଇ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି । ଏହା ସହ ତାଙ୍କ ସଂପ୍ପର୍ଶରେ ଆସିଥିବା ଲୋକଙ୍କୁ ସଂଗରୋଧରେ ରହିବାକୁ ନିବେଦନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here