Spread the love

ନୂଆଦିଲ୍ଲୀ : ଶନିବାର ପୂର୍ବତନ ଅର୍ଥ ସଚିବ ରାଜୀବ କୁମାରଙ୍କୁ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଦିଆଯାଇଛି । ଅଶୋକ ଲାଭାସା ନିଜ ପଦବୀରୁ ଇସ୍ତଫା ଦେବା ପରେ ରାଜୀବ କୁମାରଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ପ୍ରଧାନମନ୍ତ୍ରୀଙ୍କର ଜନଧନ ଯୋଜନା କାର୍ଯ୍ୟକାରୀ କରିବା କ୍ଷେତ୍ରରେ ମଧ୍ୟ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ।ପୂର୍ବରୁ ରାଜୀବ କୁମାର ଆର୍ଥିକ ବିକାଶ କ୍ଷେତ୍ରରେ ଅନେକ ସୁଧାର ଆଣିଛନ୍ତି ।

LEAVE A REPLY

Please enter your comment!
Please enter your name here