Spread the love

ଭୁବନେଶ୍ୱର
ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ଆଇପିଏସ ଅଫିସର ଅଶୋକ ସାହୁ ଆଜି ୬୮ ବର୍ଷ ବୟସରେ ନିଜର କଟକ ପିଠାପୁର ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅସୁସ୍ଥତା ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ସେ ସ୍ୱେଚ୍ଛାକୃତ ଭାବେ ଆସାମର ଅତିରିକ୍ତ ପୋଲିସ ଡିଜି ପଦବୀରୁ ଇସ୍ତଫା ଦେଇ ରାଜନୀତିରେ ପ୍ରବେଶ କରିଥିଲେ ।

LEAVE A REPLY

Please enter your comment!
Please enter your name here