Spread the love

ଭୁବନେଶ୍ବର : ଆଜି ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ବାଇଁଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।

LEAVE A REPLY

Please enter your comment!
Please enter your name here