Spread the love

ବେଙ୍ଗାଲୁରୁ
କର୍ଣାଟକର ରାଜଧାନୀ ବେଙ୍ଗାଲୁରୁରୁ ୧୭ କିଲୋଗ୍ରାମ ଗଞ୍ଜେଇ ଜବତ ହୋଇଛି । ଏହି ମାମଲାରେ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ବେଙ୍ଗାଲୁରୁର ପଶ୍ଚିମ ଡିଭିଜନ ପୋଲିସ ଏମାନଙ୍କୁ ଗିରଫ କରିଛି । ଏବେ ଏହି ମାମଲାର ତଦନ୍ତ ଜାରି ରହିଛି ଏବଂ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

LEAVE A REPLY

Please enter your comment!
Please enter your name here