Spread the love

ଭୁବନେଶ୍ବର :ସୋମବାର ଖଣ୍ଡଗିରିଥାନା ଅନ୍ତର୍ଗତ ଭରତପୁର ଅଞ୍ଚଳରେ ଏକ ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି । ଜଣେ ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ଗୁଳିମାଡ଼ରେ ତାଙ୍କ ପଡ଼ୋଶୀ ଆହତ ହୋଇଥିବା ଜଣାପଡିଛି । ଆହତ ବ୍ୟକ୍ତି ଜଣଙ୍କ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ ଜାରି ରଖିଛି ।

LEAVE A REPLY

Please enter your comment!
Please enter your name here