Spread the love

ଭୁବନେଶ୍ବର: ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କ କରୋନା ରିପୋର୍ଟ ପଜେଟିଭ ଆସିଛି । ଏନେଇ ସେ ନିଜେ ସ୍ପଷ୍ଟ କରିଛନ୍ତି ।ପ଼ଜେଟିଭ ପରେ ହୋମ ଆଇସୋଲେସନରେ ଥିବା ସେ କହିଛନ୍ତି । ଏହାସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇନେବାକୁ ପରାମର୍ଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here